ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିକାରୀ ତାଲିକାରେ ଆଗରେ ଅଛି କଟକ ଜିଲ୍ଲା। ଆଉ ଏହି ତାଲିକର ସବୁଠୁ ତଳେ ରହିଛି ଦେବଗଡ଼ ଜିଲ୍ଲା। କଟକ ଜିଲ୍ଲାରେ ସର୍ବାଧିକ ୧୦୬୦ ଜଣ ଭିକାରୀ ଅଛନ୍ତି। ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା।
ସେ କହିଛନ୍ତି-“ରାଜ୍ୟରେ ମୋଟ ୬,୩୯୦ ଭିକାରୀ ଚିହ୍ନଟ ହୋଇଛନ୍ତି। ତାଲିକାରେ କଟକ ପ୍ରଥମ ସ୍ଥାନରେ ଥିବା ବେଳେ ବଲାଙ୍ଗିର ଜିଲ୍ଲା ଦ୍ୱିତୀୟ ସ୍ଥାନରେ ରହିଛି। ବଲାଙ୍ଗିର ଜିଲ୍ଲାରେ ୭୦୮ ଜଣ ଭିକାରୀ ଅଛନ୍ତି। ସେହିପରି ମୟୂରଭଂଜ ଜିଲ୍ଲାରେ ୪୮୫ଜଣ, ଗଞ୍ଜାମରେ ୪୫୮, ପୁରୀରେ ୧୨୦, ଦେବଗଡ଼ ୧୬, ବୌଦ୍ଧରେ ୧୯ ଓ ମାଲକାନଗିରି ଜିଲ୍ଲାରେ ୨୧ ଜଣ ଭିକାରୀ ଅଛନ୍ତି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ପ୍ରବାସୀ ଭାରତୀୟ ସମ୍ମେଳନ ଆରମ୍ଭ, କାଲି ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ।
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Miscellaneous
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼
। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।