କଟକ(ଓଡ଼ିଶା ରିପୋର୍ଟର): ଦଶହରା ପୂର୍ବରୁ କଟକରେ ଏନ୍କାଉଣ୍ଟର। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ କାଳନ୍ଦୀ ଖୁଣ୍ଟିଆ ଗୁରୁତର ହୋଇଛି। ଗୁଳି କାଳନ୍ଦୀର ଡାହାଣ ଗୋଡ଼ରେ ବାଜିଛି। ତାଙ୍କୁ ଗୁରୁତର ଅବସ୍ଥାରେ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। କାଳନ୍ଦୀ ଖାନ୍ନଗର ଅଞ୍ଚଳରେ ଥିବା ଜାଣିପାରି ସ୍ପେଶାଲ୍ ସ୍କ୍ୱାର୍ଡ଼ ଚଢ଼ାଉ କରିଥିଲା। ପୋଲିସକୁ ଦେଖି କାଳନ୍ଦୀ ଫେରାର ହେବାକୁ ଉଦ୍ୟମ କରୁଥିଲା। ଏହି ସମୟରେ ପୋଲିସ ଗୁଳି ଚଳାଇ ଥିଲା। ଫଳରେ ସେ ଗୁରୁତର ଆହତ ହୋଇଥିଲା। ବାଦାମବାଡ଼ି ବୋମା ମାଡ଼ ଘଟଣାରେ ସମ୍ପୃକ୍ତି ଥିବା ପୋଲିସ ସନ୍ଦେହ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦଲାଲଙ୍କ ଜରିଆରେ ଘୂରି ବୁଲୁଛି ବହୁ ବାଂଲାଦେଶୀ ଯୁବତୀଙ୍କ ଫଟୋ
କିଏ ଚାକିରି ଲୋଭ ତ ଆଉ କିଏ ଦଲାଲଙ୍କ ଜାଲରେ ପଡ଼ି ବେଆଇନ୍ ଭାବେ ସୀମା ପାର ହୋଇ ଆସିବା ପରେ ଏଠି ପାଲଟି ଯାଉଛନ୍ତି ବୃତ୍ତିଗତ ଦେହଜୀବୀ!
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।