ପୂର୍ବତନ ଲୋକସଭା ବାଚସ୍ପତି ରବି ରାୟ ଅସୁସ୍ଥ, ଏସ୍‌ସିବିରେ ଭର୍ତ୍ତି

କଟକ: ଲୋକସଭାର ପୂର୍ବତନ ବାଚସ୍ପତି ରବି ରାୟ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଏସ୍‌ସିବିର ମେଡିସିନ୍ ବିଭାଗରେ ଭର୍ତ୍ତି କରାଯାଇଛି। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି। କିଛିଦିନ ତଳେ ରବି ରାୟଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲା। ସେ ନିମୋନିଆରେ ଆକ୍ରାନ୍ତ ଥିବା ଜଣାପଡିବା ପରେ ଆଜି ତାଙ୍କୁ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। ଏସ୍‌ସିବିରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କ ଚିକିତ୍ସା କରୁଛନ୍ତି।

rabi ray

Rakesh Mallick
  • Published: Sunday, 12 February 2017
  • , Updated: 12 February 2017, 09:26 PM IST

କଟକ: ଲୋକସଭାର ପୂର୍ବତନ ବାଚସ୍ପତି ରବି ରାୟ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଏସ୍‌ସିବିର ମେଡିସିନ୍ ବିଭାଗରେ ଭର୍ତ୍ତି କରାଯାଇଛି। ସେ ନିମୋନିଆରେ ପୀଡ଼ିତ ଥିବା ଜଣାପଡ଼ିଛି।

କିଛିଦିନ ତଳେ ରବି ରାୟଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲା। ସେ ନିମୋନିଆରେ ଆକ୍ରାନ୍ତ ଥିବା ଜଣାପଡିବା ପରେ ଆଜି ତାଙ୍କୁ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। ଏସ୍‌ସିବିରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କ ଚିକିତ୍ସା କରୁଛନ୍ତି।

Related story