କଟକ: ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ୫ ଆହତ

କଟକ: କଟକ ପ୍ରତାପନଗରୀରେ ଆଜି ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତୀ କରାଯାଇଛି। ଦିନ ୧୧ଟାବେଳେ ଭୁବନେଶ୍ୱରରୁ କଟକ ଯାଉଥିବା ବସଟି ଅନ୍ୟ ଏକ ଗାଡ଼ିକୁ ଅତିକ୍ରମ କରିବାବେଳେ ହଠତ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଆହତମାନଙ୍କୁ ୧୦୮ ଆମ୍ବୁଲାନ୍ସ ଓ ପିସିଆର ଭ୍ୟାନ୍ ସାହାଯ୍ୟରେ ହସ୍ପିଟାଲ ନିଆଯାଇଥିଲା। ଦୁର୍ଘଟଣାଗ୍ରସ୍ତ ବସଟିକୁ କ୍ରେନ୍ ସାହାଯ୍ୟରେ ଉଠାଯିବା ପରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଥିଲା।

cuttack

cuttack

Rakesh Mallick
  • Published: Thursday, 23 July 2015
  • Updated: 23 July 2015, 09:07 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story