କଟକ: ପ୍ଲାଷ୍ଟିକ ଦଉଡ଼ି କାରଖାନାରେ ଅଗ୍ନିକାଣ୍ଡ

କଟକ: କଟକ ଜଗତପୁର ଇଣ୍ଡଷ୍ଟ୍ରିଆଲ୍ ଇଷ୍ଟେଟ୍‌ରେ ଥିବା ଏକ ପ୍ଲାଷ୍ଟିକ ଦଉଡ଼ି କାରଖାନାରେ ଗତକାଲି ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଘଟଣାସ୍ଥଳରେ ୬ଟି ଦମକଳ ଗାଡ଼ି ପହଁଞ୍ଚି ନିଆଁକୁ ଆୟତ୍ତ କରିଥିଲା। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ। ଏହି ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ହୋଇଛି ସେ ନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

cuttack

Rakesh Mallick
  • Published: Thursday, 13 October 2016
  • , Updated: 13 October 2016, 02:17 PM IST

Related story