କଟକ: ପୋଲିସ ଏନ୍କାଣ୍ଟରରେ ଆହତ ହୋଇଛି ଦୁର୍ଦ୍ଦାନ୍ତ ଅପରାଧୀ ରଘୁନାଥ ଦାସ। ତା’ ଜଙ୍ଘରେ ଗୁଳି ବାଜିଛି। ଚିକିତ୍ସା ପାଇଁ ତାକୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ତା’ଠାରୁ ଗୋଟିଏ ବନ୍ଧୁକ, ଗୋଟିଏ ଗୁଳି ଓ ଗୋଟିଏ ଅଫୁଟା ବୋମା ଜବତ କରିଛି। ରଘୁନାଥ ନାଁରେ କଟକର ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିବା ପୋଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।