ରେଭେନ୍ସାରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

କଟକ (ଓଡ଼ିଶା ରିପୋର୍ଟର): କିଛି ଦିନର ନୀରବତା ପରେ ଆଜି ପୁଣି ଅଶାନ୍ତ ହୋଇପଡ଼ିଛି ରେଭେନ୍ସା ବିଶ୍ୱବିଦ୍ୟାଳୟର କ୍ୟାମ୍ପସ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଫଳରେ ୩ ଜଣ ଛାତ୍ର ସାମାନ୍ୟ ଆହତ ହୋଇଛନ୍ତି। ଏହି ଘଟଣାରେ ମାଲଗୋଦାମ ଥାନା ପୋଲିସ ଜଣକୁ ଗିରଫ କରିଛି। ଗିରଫ ଛାତ୍ର ଜଣକ ପିଜି ବାଣିଜ୍ୟ ବିଭାଗର ବୋଲି ଜଣାପଡ଼ିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।