ବାଣ ବିସ୍ଫୋରଣରେ ଜଣେ ମୃତ, ୫ ଗୁରୁତର

କଟକ: କଟକ ଜିଲ୍ଲା ସଦର ଥାନା ସାଇଁସୋରେ ଗାଁର ଜଣଙ୍କ ଘରେ ବାଣ ଭିଡ଼ାଯାଉଥିବା ବେଳେ ବିସ୍ଫୋରଣ ଘଟିଛି। ଫଳରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୩ ଜଣଙ୍କୁ କଟକ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଶରୀରର ୭୦ ପ୍ରତିଶତ ପୋଡ଼ି ଯାଇଥିବା ଜଣାପଡ଼ିଛି।

cuttack cracker-blast

Rakesh Mallick
  • Published: Wednesday, 05 April 2017
  • , Updated: 05 April 2017, 10:23 AM IST

Related story