ଭୁବନେଶ୍ୱର: କଟକ ଶିଶୁଭବନରେ ଶିଶୁ ମୃତ୍ୟୁ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଜେପି ପ୍ରଭାରୀ ଅରୁଣ ସିଂ ଟାର୍ଗେଟ୍ କରିଛନ୍ତି । କେନ୍ଦ୍ରୀୟ ଡାକ୍ତରୀ ଦଳକୁ ରାଜ୍ୟ ସରକାର ଫେରାଇ ଦେବା ଘଟଣାକୁ ଅରୁଣ ସିଂ ତୀବ୍ର ସମାଲୋଚନା କରିଛନ୍ତି। ଏଥିସହ ରାଜ୍ୟରେ ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଥିବା ସେ ଅଭିଯୋଗ କରିଛନ୍ତି। ଶିଶୁ ମୃତ୍ୟୁକୁ ରାଜ୍ୟ ସରକାର ଅତ୍ୟନ୍ତ ସମ୍ୱେଦନଶୀଳ ପ୍ରସଙ୍ଗ ଭାବେ ଗ୍ରହଣ କରିବା ଉଚିତ୍ ବୋଲି ଅରୁଣ କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।