କଟକ: କଟକକୁ କାହିଁକି ସ୍ମାର୍ଟ ସିଟି କରାଯିବ ନାହିଁ। ଏ ନେଇ କଟକ ସ୍ମାର୍ଟ ସିଟି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆବେଦନ କରାଯାଇଥିବା ଜନସ୍ୱାର୍ଥ ମାମଲାରେ ଶୁଣାଣି କରିଛନ୍ତି ହାଇକୋର୍ଟ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଏ ନେଇ ଜବାବ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ୱର ୭ ତାରିଖରେ ମାମଲାର ପରବର୍ତ୍ତି ଶୁଣାଣି କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।
Accident
ରାତିରେ ଖାଇ ଶୋଇଲେ ଦାଦା,ପୁତୁରା; ସକାଳେ ଚାଲିଗଲା ଜୀବନ
ଉଭୟଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ।
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ଟି ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ଅତିବଡ଼ି ଜଗନ୍ନାଥ ଦାସଙ୍କ ସ୍ମୃତି ପୀଠରେ ଝୁଲୁଛି ତାଲା; ବନ୍ଦ ରହିଛି ଦୈନିକ ପୂଜା ଓ ଭାଗବତ ପାଠ
ଦୀର୍ଘ ବର୍ଷ ଧରି ଅତିବଡ଼ି ଜଗନ୍ନାଥ ଦାସଙ୍କ ଉତ୍ତରାଧିକାରୀ ଭଗବାନ ଦାସ ଏହି ପୀଠରେ ପ୍ରତିଦିନ ଭାଗବତ ପାଠ କରୁଥିଲେ।