କଟକ: ତାଳଦଣ୍ଡା କେନାଲରେ ସୁଅରେ ଭାସି ଆଜି ଜଣେ ବାଳକ ନିଖୋଜ ହୋଇଯାଇଛନ୍ତି । ରାଣୀହାଟ ଶଗଡ଼ିଆ ସାହିରେ କେନାଲରେ ଗାଧୋଉଥିବା ବେଳେ ଗୋଡ଼ ଖସିଯିବାରୁ ସେ ପ୍ରଖର ସ୍ରୋତରେ ଭାସି ଯାଇଛନ୍ତି । ବାଳକର ବୟର ୯ବର୍ଷ। ଖବର ପାଇ ଦମକଳ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲେ ମଧ୍ୟ ବାଳକର କୌଣସି ସନ୍ଧାନ ପାଇ ନାହାନ୍ତି। ସୁଅ ପ୍ରଖର ଥିବାରୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
Miscellaneous
ବେଦାନ୍ତ ଜମି ଫେରାଇବା ପ୍ରସଙ୍ଗ: ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ କହିଲେ ମନ୍ତ୍ରୀ
ବେଦାନ୍ତ ଜମି ଫେରି ପାଇବା ବଦଳରେ କ୍ଷତିପୂରଣ ରାଶି ଫେରାଇବା ଅଦାଲତଙ୍କ ନିର୍ଦ୍ଦେଶ। ଯଦି ଲୋକେ ନିଜ ଜମି ଫେରିପାଇବା ଲାଗି କ୍ଷତିପୂରଣ ରାଶି ବାଧକ ସାଜେ ତେବେ ସରକାର ଏହା ଉପରେ ବିଚାର କରିବେ କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।
Miscellaneous
ରାଜଧାନୀରେ ୧୧୬ ବସ୍ତି ବାସିନ୍ଦାଙ୍କୁ ମିଳିଲା ଘର
ସମାବେଶକୁ ସମ୍ବୋଧିତ କରି ଡ. ମହାପାତ୍ର ବସ୍ତିବାସିନ୍ଦାଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି।
Crime
ଅଫିସ୍ରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଟଣାଓଟରା କଲେ ମହିଳା
ଜାତିଗତ ପ୍ରମାଣ ପତ୍ର ପାଇନଥିବାରୁ ସିଆର୍ପିଏଫ୍ ଚାକିରି ଆଶାୟୀଙ୍କ ଧୌର୍ଯ୍ୟର ବନ୍ଧ ଭାଙ୍ଗି ଯାଇଥିଲା। ଏହାଛଡ଼ା ନିଜ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।
Miscellaneous
ଜଗା ଜମି ଜାଲିଆତି: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ
ମାଟିତୋଟା ମୌଜାରେ ୧୦୯ଟି ରେଭିନ୍ୟୁ ପ୍ଲଟ ବେଆଇନ ଭାବେ ଜବରଦଖଲ ସହ ହସ୍ତାନ୍ତର ହୋଇଛି। ଯେଉଁମାନେ ଶ୍ରୀମନ୍ଦିର ଜମି ଅକ୍ତିଆର ବା ଏହି ଜମିରେ କୋଠା ନିର୍ମାଣ କରିଛନ୍ତି, ତାକୁ ଉଚ୍ଛେଦ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ।