କଟକ ୪୮ ଘଣ୍ଟା ଶଟ୍ ଡାଉନ୍‌

କଟକ (ଓଡ଼ିଶା ରିପୋର୍ଟର): ଆଜି କଟକରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୂରା ସହରକୁ ୪୮ ଘଣ୍ଟା ପାଇଁ ଶଟ୍ ଡାଉନ୍ କରି ଦିଆଯାଇଛି। ଆଜି ରାତି ଆଠଟାରୁ ରବିବାର ରାତି ଆଠ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ଲାଗୁ ହେବ । ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ଏହି ନିର୍ଦ୍ଦେଶ ଆସିବାର କିଛି ସମୟ ପୂର୍ବରୁ ଭୁବନେଶ୍ୱର ଓ ଭଦ୍ରକ ସହରକୁ ପୂରା ଶଟ୍ […]

cuttack

cuttack

Tapaswini Nayak
  • Published: Friday, 03 April 2020
  • Updated: 03 April 2020, 02:36 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ଆଜି କଟକରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୂରା ସହରକୁ ୪୮ ଘଣ୍ଟା ପାଇଁ ଶଟ୍ ଡାଉନ୍ କରି ଦିଆଯାଇଛି। ଆଜି ରାତି ଆଠଟାରୁ ରବିବାର ରାତି ଆଠ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ଲାଗୁ ହେବ । ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ଏହି ନିର୍ଦ୍ଦେଶ ଆସିବାର କିଛି ସମୟ ପୂର୍ବରୁ ଭୁବନେଶ୍ୱର ଓ ଭଦ୍ରକ ସହରକୁ ପୂରା ଶଟ୍ ଡାଉନ୍ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story