ଅଦ୍ୟତନ ହୋଇଛି
corona-3.4
Advertisment
କଟକ (ଓଡ଼ିଶା ରିପୋର୍ଟର): କଟକ ସହରର ୪ ପୁଲିସ୍ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଦର ଥାନାରୁ ଜଣେ, ବାଦାମବାଡ଼ି ଥାନାରୁ ୨ ଓ ରିଜର୍ଭ ପୁଲିସରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।
Advertisment
ସୂଚନାଯୋଗ୍ୟ କଟକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩୦ରେ ପହଞ୍ଚିଛି। ସେଥିମଧ୍ୟରୁ ୧,୯୫୨ ସୁସ୍ଥ ହୋଇ ସାରିଲେଣି। ବିଭିନ୍ନ କୋଭିଡ୍ ଡାକ୍ତରଖାନାରେ ୧,୧୬୩ ଚିକିତ୍ସିତ ହେଉଛନ୍ତି। ସେହିପରି ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚିଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/07/corona-3.4-1.jpg)