କଟକ ସହରରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଉ ୨୭ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲାରେ ଆହୁରି ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭ ଜଣ କେବଳ କଟକ ସହର (କଟକ ମହାନଗର ନିଗମ ଅଞ୍ଚଳ)ରୁ ଅଛନ୍ତି। କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଏହି ୨୭ ଜଣଙ୍କ ମଧ୍ୟରୁ ୨୦ ଜଣ ସରକାରୀ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେହିପରି ୪ ଜଣ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ଅନ୍ୟ ୩ଟି ଲୋକାଲ୍ କେସ୍‌। […]

COrona-5-2-1

COrona-5-2-1

Jitendra Garnayak
  • Published: Tuesday, 14 July 2020
  • Updated: 14 July 2020, 02:57 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲାରେ ଆହୁରି ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭ ଜଣ କେବଳ କଟକ ସହର (କଟକ ମହାନଗର ନିଗମ ଅଞ୍ଚଳ)ରୁ ଅଛନ୍ତି। କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ଏହି ୨୭ ଜଣଙ୍କ ମଧ୍ୟରୁ ୨୦ ଜଣ ସରକାରୀ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେହିପରି ୪ ଜଣ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ଅନ୍ୟ ୩ଟି ଲୋକାଲ୍ କେସ୍‌।

୨୭ଟି ନୂଆ କେସ୍ ସହିତ କେବଳ କଟକ ସହରରେ ୨୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ସେମାନଙ୍କ ମଧ୍ୟରୁ ୧୩୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୫୦ ଜଣ ଚିକିତ୍ସାଧୀନ ରହିଛନ୍ତି। ୭ ଜଣଙ୍କ ମୃତ୍ୟୁ ଘଟିଛି।

ଯେଉଁ ୪ ଜଣ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ, ସେମାନଙ୍କ ମଧ୍ୟରୁ ୩ ଜଣ ଗୌଡ଼ସାହିର ପ୍ରତାପ ନଗରୀ ଅଞ୍ଚଳର। ଅନ୍ୟ ଜଣେ ଶଙ୍କରପୁରର ମଙ୍ଗଳା ଲେନ୍‌ର। ଏମାନେ ସମସ୍ତେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିବା ଲୋକଙ୍କ ସଂସ୍ପର୍ଶରେ ଆସିଥିଲେ।

ସେହିଭଳି ୩ ଲୋକାଲ୍ କେସ୍ ମଧ୍ୟରୁ ୨ଟି ପୁରୁଣା ରାଉସା ପାଟଣାର ଓ ଗୋଟିଏ ଜୋବ୍ରାର ମୁରାଦ ଖାନ୍ ପାଟନା ଅଞ୍ଚଳର।

ଯେଉଁ ୨୦ ଜଣ ସରକାରୀ କ୍ୱାରେଣ୍ଟାଇନ୍‌ରେ ଥିଲେ ସେମାନଙ୍କ ମଧ୍ୟରୁ ୧୭ (୧୨ ପୁରୁଷ, ୫ ମହିଳା) ଜଣ ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲର ରୋଗୀ ଓ ଆଟେଣ୍ଡାଣ୍ଟ। ବାକି ୩ ଜଣଙ୍କର ଟ୍ରାଭେଲ୍ ହିଷ୍ଟ୍ରୀ ରହିଛି। ସେମାନେ ଅନ୍ୟ ଜିଲ୍ଲାକୁ ଯାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story