ରାଜଧାନୀ ପରେ କଟକକୁ ଫେରିଲା କଣ୍ଟେନମେଣ୍ଟ

କଟକ (ଓଡ଼ିଶା ରିପୋର୍ଟର): କଟକ ସହରକୁ ଫେରିଲା କଣ୍ଟେନମେଣ୍ଟ। ଗୋଟିଏ ପରିବାରର ୬ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ସିଏମସି କଣ୍ଟେନମେଣ୍ଟ ଘୋଷଣା କରିଛି। କଟକ ନୂଆ ରାଉସାପାଟଣାର ଗୋପବନ୍ଧୁ ବିହାରରେ ଏହି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍ ହେବା ପରେ ସିଏମସି ଉକ୍ତ ପରିବାର ଉପରେ କଡ଼ା କଟକଣା ଲଗାଯାଇଛି। ପରିବାରର କୌଣସି ସଦସ୍ୟ ବାହାରକୁ ଯାଇପାରିବେ ନାହିଁ କି କେହି ଏମାନଙ୍କ ଘରକୁ ଆସିପାରିବେ ନାହିଁ। ପରିବାର […]

ctc

ctc

Ranjit Kumar Jena
  • Published: Monday, 27 December 2021
  • Updated: 27 December 2021, 08:19 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): କଟକ ସହରକୁ ଫେରିଲା କଣ୍ଟେନମେଣ୍ଟ। ଗୋଟିଏ ପରିବାରର ୬ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ସିଏମସି କଣ୍ଟେନମେଣ୍ଟ ଘୋଷଣା କରିଛି। କଟକ ନୂଆ ରାଉସାପାଟଣାର ଗୋପବନ୍ଧୁ ବିହାରରେ ଏହି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି।

ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍ ହେବା ପରେ ସିଏମସି ଉକ୍ତ ପରିବାର ଉପରେ କଡ଼ା କଟକଣା ଲଗାଯାଇଛି। ପରିବାରର କୌଣସି ସଦସ୍ୟ ବାହାରକୁ ଯାଇପାରିବେ ନାହିଁ କି କେହି ଏମାନଙ୍କ ଘରକୁ ଆସିପାରିବେ ନାହିଁ। ପରିବାର ଲୋକଙ୍କୁ ସିଏମ୍‌ସି ପକ୍ଷରୁ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଓ ଔଷଧ ଆଦି ଯୋଗାଇ ଦିଆଯିବ। ଏପରିକି ପରିବାର ପାଇଁ ଯୋଗାଣ ଓ ସ୍ୱାସ୍ଥ୍ୟବସ୍ଥା ଦାୟିତ୍ୱରେ ସିଏମସିର କର୍ତ୍ତୃପକ୍ଷ ରହିବେ।

ସିଏମସିର ୱାର୍ଡ ଅଧିକାରୀ ରଶ୍ମିତା ପ୍ରିୟଦର୍ଶିନୀ ଯୋଗାଣ ଦାୟିତ୍ୱରେ ରହିବେ। ସେହିପରି ବିପ୍ଳବ କୁମାର ସ୍ୱାଇଁ କଣ୍ଟେନମେଣ୍ଟ ଜୋନ୍ ଭିତରେ ପରିବାର ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ବୁଝିବେ ବୋଲି ସିଏମ୍‌ସି ପକ୍ଷରୁ କୁହାଯାଇଛି।

କିଛି ଦିନ ତଳେ ମେରିଆ ବଜାର ଅଞ୍ଚଳର ଗୋଟିଏ ପରିବାରର ୬ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ଆଜି ମେରିଆ ବଜାର ନିକଟରେ ଥିବା ନୂଆ ରାଉସାପାଟଣାରୁ ମଧ୍ୟ ଗୋଟିଏ ପରିବାରର ୬ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କଟକ ଭଳି ଜନଗହଳି ପୂର୍ଣ୍ଣ ସହଜରେ କରୋନା ସଂକ୍ରମଣ ବ୍ୟାପିବା ନିଶ୍ଚିତ ଭାବେ ସିଏମସି ପାଇଁ ଚିନ୍ତାର ବିଷୟ। ଏପରି ସ୍ଥିତିରେ ସିଏମସି ଏଭଳି ଘଟଣାକୁ ହାଲୁକା ଭାବେ ନନେଇ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି।

ଏହା ପୂର୍ବରୁ ଭୁବନେଶ୍ୱରର ତିନୋଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଥିଲା ବିଏମସି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story