ଖରା ଛୁଟି ପାଇଁ ୨୨ରୁ ବନ୍ଦ ରହିବ ହାଇକୋର୍ଟ, ଜରୁରୀ ମାମଲାର ଶୁଣାଣି କରିବେ ଅବକାଶକାଳୀନ ଖଣ୍ଡପୀଠ

ମେ’ ୨୩ ଓ ୨୫ତାରିଖରେ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ ସାହୁଙ୍କ ଦୁଇଜଣିଆ ଖଣ୍ଡପୀଠ ସମେତ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଜଣକିଆ ଖଣ୍ଡପୀଠରେ ଜରୁରୀ ମାମଲାର ଶୁଣାଣି ହୋଇପାରିବ ।

Orissa High Court, Cuttack PhotoOR

ହାଇକୋର୍ଟ

Ordigital Desk
  • Published: Friday, 19 May 2023
  • Updated: 19 May 2023, 10:12 PM IST

Sports

Latest News

ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି ଆସନ୍ତା ମେ’ ୨୨ତାରିଖରୁ ଜୁନ୍ ୨୦ତାରିଖ ପର୍ଯ୍ୟନ୍ତ ହେବ । ତେବେ ଏହି ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କାର୍ଯ୍ୟ କରିବେ ଓ ଏଥିପାଇଁ ଆଜି ହାଇକୋର୍ଟଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ଏହି ଛୁଟି ଦିନଗୁଡ଼ିକରେ ଅବକାଶକାଳୀନ ଖଣ୍ଡପୀଠ ମେ’ ୨୩,୨୫,୩୦ ଓ ଜୁନ୍ ୧,୬,୮,୧୨ ଓ ୧୩ତାରିଖରେ ଜରୁରୀମାମଲାର ଶୁଣାଣି କରିବେ ।

ସୂଚନା ଅନୁସାରେ ମେ’ ୨୩ ଓ ୨୫ତାରିଖରେ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ ସାହୁଙ୍କ ଦୁଇଜଣିଆ ଖଣ୍ଡପୀଠ ସମେତ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଜଣକିଆ ଖଣ୍ଡପୀଠରେ ଜରୁରୀ ମାମଲାର ଶୁଣାଣି ହୋଇପାରିବ । ସେହିପରି ମେ’ ୩୦ତାରିଖରେ ଦୁଇଜଣିଆ ଖଣ୍ଡପୀଠ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ୍ ସାହୁ ଏବଂ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହେବ ।

Also Read

ସେହିପରି ଜୁନ୍ ୧ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ବିପି ରାଉତରାୟ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ ।

ଜୁନ୍ ୬ ଓ ୮ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ, ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ଜୁନ୍ ୧୨ ଓ ୧୩ରେ ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ଏସକେ ମିଶ୍ରଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ ବୋଲି ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story