କଟକ(ଓଡ଼ିଶା ରିପୋର୍ଟର):ବହୁଚର୍ଚ୍ଚିତ କୁନ୍ଦୁଲି ଗଣଦୁର୍ଷ୍କମ ଏବଂ ଆତ୍ମହତ୍ୟା ମାମଲାର ତଦନ୍ତ କରିବ ତିନିଜଣିଆ ଏସ୍ଆଇଟି। ୩ ଜଣ ଡିଆଇଜି ରାଙ୍କର ଅଧିକାରୀଙ୍କୁ ନେଇ ଏସ୍ଆଇଟି ଗଠନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।
କୁନ୍ଦୁଲି ସମ୍ପର୍କିତ ଏକାଧିକ ମାମଲାର ଏକକାଳୀନ ଶୁଣାଣି କରି ହାଇକୋର୍ଟ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି । କୁନ୍ଦୁଲି ଘଟଣାର ସିବିଆଇ ତଦନ୍ତ ଦାବିରେ ଏକାଧିକ ମାମଲା ରୁଜୁ ହୋଇଛି। ପୀଡ଼ିତାଙ୍କ ମାଙ୍କ ପକ୍ଷରୁ ମଧ୍ୟ ଅନୁରୂପ ମାମଲା ଦାୟାର କରାଯାଇଛି । ତେବେ ସିବିଆଇ ତଦନ୍ତ ପରିବର୍ତ୍ତେ ଏସ୍ଆଇଟି ତଦନ୍ତ ପାଇଁ କୋର୍ଟ ପୂର୍ବରୁ ନାଁ ସୁପାରିଶ କରିବାକୁ ଆବେଦନକାରୀଙ୍କୁ କହିଥିଲେ। ତେବେ ଡିଆଇଜି ରାଙ୍କର କେଉଁ ୩ ଜଣ ଅଧିକାରୀଙ୍କୁ ନେଇ ଏସ୍ଆଇଟି ଗଠନ କରାଯିବ, ସେନେଇ ସ୍ପଷ୍ଟ ହୋଇନଥିବାବେଳେ ଆସନ୍ତା ୧୬ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନର୍ସିଂ ଚାକିରି ଦେବା ନାଁରେ ଠକେଇ; ୨ ଭାଇ ଗିରଫ
ମେଡିକାଲରେ ଚାକିରି କରାଇବା କହି ୩୦ ଜଣଙ୍କ ଠାରୁ ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟି ନେଲେ। ଅଭିଯୁକ୍ତ ଦୁଇ ଭାଇଙ୍କୁ ଗିରଫ କରିଛି ମଙ୍ଗଳାବାଗ ପୁଲିସ।
Crime
ନିଶା ସେବନ ଓ ଅସଦାଚରଣକୁ ନେଇ ଅଶାନ୍ତ ସିଟି କଲେଜ୍
କମେଣ୍ଟ ମରା ଓ ନିଶା ସେବନକୁ ନେଇ କଟକ ସିଟି କଲେଜରେ ଗୋଷ୍ଠୀ ସଂଘର୍ଷ। ବାଦାମବାଡ଼ି ଥାନାରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ପୁଲିସ।
Miscellaneous
ଡ୍ରେନ୍ କାମବେଳେ ଭୁଶୁଡ଼ିଲା କାନ୍ଥ, ଶ୍ରମିକ ମୃତ
ବିଡ଼ାନାସୀ ଛକରେ ସିଏମସିର ଡ୍ରେନ୍ କାମବେଳେ ଘଟିଛି ଏହି ଅଘଟଣ। ଜଣେ ଶ୍ରମିକ ମୃତ, ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି।
Miscellaneous
ସରିଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କା ବେପାର
ଐତିହାସିକ କଟକ ବାଲିଯାତ୍ରା ସରିବା ପରେ ୯ ଦିନର କୋଳାହଳ ଏବେ ଶାନ୍ତ ପଡ଼ିଛି। ୯ ଦିନରେ ୨୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବାବେଳେ ସେଥିରୁ କେବଳ ଓରମାସ ୪୦ କୋଟି ଟଙ୍କାର ବ୍ୟବସାୟ କରିଥିବା ଜଣାପଡ଼ିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।