ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ

ଆଜି ଅପରାହ୍ନ ରେ ତଳତେଲେଙ୍ଗା ବଜ଼ାର ସ୍ଥିତ ଘରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।

Senior Congress leader Ashok Samal PhotoOR

ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲ

Niranjan Mishra
  • Published: Thursday, 11 May 2023
  • Updated: 11 May 2023, 05:04 PM IST

ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ। ଆଜି ଅପରାହ୍ନରେ କଟକ ତଳତେଲେଙ୍ଗା ବଜ଼ାର ସ୍ଥିତ ଘରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।

ଦୀର୍ଘ ଦିନ ହେବ ସେ କର୍କଟ ଓ ଲିଭର ରୋଗରେ ପୀଡିତ ଥିଲେ। ସେ ନିକଟରେ ଟାଟା ମେମୋରିଆଲ ହସ୍ପିଟାଲରୁ ଚିକତ୍ସା ହୋଇ ଘରକୁ ଫେରିଥିଲେ।

Also Read

ସେ କଂଗ୍ରେସ ଦଳରେ ମୁଖପାତ୍ର ଦାୟିତ୍ୱରେ ଥିଲେ। ତାଙ୍କ ପରଲୋକର ଦୁଃଖଦ ଖବର ପାଇ ଶୁଭେଚ୍ଛୁଙ୍କ ଭିଡ଼ ତାଙ୍କ ଘରେ ଲାଗିଛି। ଆଶୋକଙ୍କ ବିୟୋଗରେ ରାଜନୈତିକ ଓ ଅନୁଗତଙ୍କ ଗହଣରେ ଶୋକର ଛାୟା ଖେଳିଯାଇଛି।

ଆଜି ସନ୍ଧ୍ୟାରେ କଟକ ଖାନ ନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story