ପୁଣି ଫ୍ୟାମିଲି କୋର୍ଟରେ ବର୍ଷା ଓ ଅନୁଭବ

କଟକ (ଓଡ଼ିଶା ରିପୋର୍ଟର): ଚାରିଦିନର ବ୍ୟବଧାନ ପରେ ପୁଣିଥରେ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ। ପ୍ରଥମେ ବର୍ଷା ଫ୍ୟାମିଲି କୋର୍ଟରେ ପହଞ୍ଚିଥିଲେ। ଏହାର କିଛି ସମୟରେ ଅନୁଭବ ମଧ୍ୟ ପହଞ୍ଚିଛନ୍ତି। ଉଭୟଙ୍କ ଥିବା ବିବାଦର ବୁଝାମଣା ପାଇଁ ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଏହା ପୂର୍ବରୁ ଜୁଲାଇ ୯ ତାରିଖ ଅର୍ଥାତ୍ ଶୁକ୍ରବାର ଦୁହେଁ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ସେଦିନ ଉଭୟଙ୍କ ମଧ୍ୟରେ ଦୁଇ […]

varsha-and-anubhav

varsha-and-anubhav

Ranjit Kumar Jena
  • Published: Wednesday, 14 July 2021
  • Updated: 14 July 2021, 12:37 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ଚାରିଦିନର ବ୍ୟବଧାନ ପରେ ପୁଣିଥରେ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ। ପ୍ରଥମେ ବର୍ଷା ଫ୍ୟାମିଲି କୋର୍ଟରେ ପହଞ୍ଚିଥିଲେ। ଏହାର କିଛି ସମୟରେ ଅନୁଭବ ମଧ୍ୟ ପହଞ୍ଚିଛନ୍ତି। ଉଭୟଙ୍କ ଥିବା ବିବାଦର ବୁଝାମଣା ପାଇଁ ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି।

ଏହା ପୂର୍ବରୁ ଜୁଲାଇ ୯ ତାରିଖ ଅର୍ଥାତ୍ ଶୁକ୍ରବାର ଦୁହେଁ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ସେଦିନ ଉଭୟଙ୍କ ମଧ୍ୟରେ ଦୁଇ ଘଣ୍ଟା ଧରି ଆଲୋଚନା ହୋଇଥିଲା। ଏହି ସମୟରେ କମିଶନର ଦୁହିଁଙ୍କୁ ବୁଝାସୁଝା କରିଥିଲେ। କିନ୍ତୁ ସେଦିନ ଆପୋଷ ସମଧାନ ହୋଇନଥିଲା। ଏଥିପାଇଁ ଆଜି ଉଭୟଙ୍କୁ ଦ୍ୱିତୀୟ ତାରିଖ ଦିଆଯାଇଥିଲା। ଦୁହେଁ ଆଜି ଫ୍ୟାମିଲି କୋର୍ଟରେ ପହଞ୍ଚିଛନ୍ତି।

ଆଜିର କନସିଲେସନ୍ ପ୍ରକ୍ରିୟାରେ ଉଭୟଙ୍କ ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ପ୍ରୟାସ କରାଯିବ। ଯଦି ଆଜି କୌଣସି ସମାଧାନ ନହୁଏ, ତାହେଲେ ଉଭୟଙ୍କୁ ଆଉ ଗୋଟିଏ ତାରିଖ ଦିଆଯାଇପାରେ। ପରବର୍ତ୍ତୀ ତାରିଖରେ ଯଦି ମାମଲା ସମାଧାନ ନହୁଏ, ତାହାହେଲେ କୋର୍ଟ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରିବେ ବୋଲି ଜଣାପଡ଼ିଛି।

ସୂଚନାରୁ ପ୍ରକାଶ, ଛାଡପତ୍ର ନେଇ କଟକ ଫ୍ୟାମିଲି କୋର୍ଟ ମାମଲା ଦାୟର ହୋଇଥିଲା। ମାତ୍ର ଫ୍ୟାମିଲି କୋର୍ଟ କମିଶନର ବହୁ ବାର କୋର୍ଟରେ ହାଜର ହେବାକୁ ନୋଟିସ୍ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷା ହାଜର ହେଉଥିବା ବେଳେ ଅନୁଭବ ଆସୁନଥିଲେ। ଆଉ କେତେବେଳେ ଅନୁଭବ ଆସୁଥିଲା ବେଳେ ବର୍ଷା ହାଜର ହେଉନଥିଲେ। ଯେଉଁଥିପାଇଁ ଉଭୟଙ୍କ ଭିତରେ ଲାଗି ରହିଥିବା ଛାଡ଼ପତ୍ର ମାମଲାର ସମାଧାନ ହୋଇପାରୁନଥିଲା।

ଗୁରୁବାର ବର୍ଷାଙ୍କ ବିରୋଧରେ ପୁରୀ ଘାଟ ଥାନାରେ ଅଭିଯୋଗ କରିଥିଲେ ସ୍ୱାମୀ ଅନୁଭବନ। ଘରେ ଅଜଣା ଲୋକ ପଶୁଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ଅନୁଭବ। ସେମାନଙ୍କୁ ସେ ଚିହ୍ନି ନ ଥିବା ଅଭିଯୋଗପତ୍ରରେ ଦର୍ଶାଇଛନ୍ତି ଅନୁଭବ। ପୂର୍ବରୁ ଅନୁଭବଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିଲେ ବର୍ଷା। ଅଜଣା ଲୋକମାନେ ତାଙ୍କ ଘରେ ପଶି ଭିଡିଓ ସୁଟିଂ କରୁଥିବା ବର୍ଷା ଏଫ୍ଆଇଆର୍ରେ ଦର୍ଶାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story