ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ନେଇପାରେ ବାତ୍ୟାର ରୂପ, ଓଡ଼ିଶା ପ୍ରତି ବିପଦ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଆସନ୍ତା ୨୩ତାରିଖ ସୁଦ୍ଧା ସୃଷ୍ଟି ହେବାର ଆଶଙ୍କା ରହିଛି। ଏହା ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ ଓ ଓଡ଼ିଶା ପ୍ରତି ଏହାର ବିପଦ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରାକ୍ ଆକଳନ କରାଯାଇଛି। ରାଜ୍ୟ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ବଙ୍ଗୋପସାଗରରେ ଏବେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାକି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ମେ’ ୨୩ତାରିଖ ସୁଦ୍ଧା ଲଘୁଚାପରେ ପରିଣତ […]

cyclone-burevi

cyclone-burevi

Ordigital Desk
  • Published: Tuesday, 18 May 2021
  • Updated: 18 May 2021, 07:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଆସନ୍ତା ୨୩ତାରିଖ ସୁଦ୍ଧା ସୃଷ୍ଟି ହେବାର ଆଶଙ୍କା ରହିଛି। ଏହା ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ ଓ ଓଡ଼ିଶା ପ୍ରତି ଏହାର ବିପଦ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରାକ୍ ଆକଳନ କରାଯାଇଛି।

ରାଜ୍ୟ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ବଙ୍ଗୋପସାଗରରେ ଏବେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାକି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ମେ’ ୨୩ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବାର ଆଶଙ୍କା ରହିଛି। ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଚଳିତବର୍ଷ ଆଗୁଆ ଦକ୍ଷିଣ ଆଣ୍ଡାମାନ ସାଗର ଛୁଇଁବାର ଥିବାବେଳେ ଏହା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପ୍ରାୟ ମେ’ ୨୧ତାରିଖରେ ଅନୁଭୂତ ହେବ। ତେଣୁ ବଙ୍ଗୋପସାଗରରେ ହେବାକୁ ଥିବା ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ମେ’ ୨୬-୨୭ ତାରିଖ ସୁଦ୍ଧା ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳରେ ତା’ର ପ୍ରଭାବ ପକାଇବ ବୋଲି ଆଶଙ୍କା କରାଯାଉଛି। ଅବଶ୍ୟ ଏହି ଘୂର୍ଣ୍ଣିବଳୟର ପ୍ରଭାବ କ’ଣ ରହିବ ଓ ଏହା ବାତ୍ୟାର ରୂପ ନେବ କି ତାହା ସେ ନେଇ ଆସନ୍ତା ଦୁଇ-ତିନି ଦିନ ମଧ୍ୟରେ ସ୍ପଷ୍ଟ ଚିତ୍ର ଆସିବ ବୋଲି ପାଣିପାଗ ବିଭାଗ କହିଛି। ଏହି ସମ୍ଭାବ୍ୟ ଲଘୁଚାପ ଓ ବାତ୍ୟା ଆଶଙ୍କା ନେଇ ସରକାରୀ ଭାବେ ଏପର୍ଯ୍ୟନ୍ତ କିଛି କୁହାଯାଇ ନାହିଁ।

ସୂଚନାଯୋଗ୍ୟ, ଗତ ଦୁଇଦିନ ତଳେ ଆସିଥିବା ବାତ୍ୟା ମହାରାଷ୍ଟ୍ର ଓ ଗୁଜୁରାଟ ଉପକୂଳରେ ବ୍ୟାପକ କ୍ଷୟକ୍ଷତି କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story