ସରକାରଙ୍କୁ ଗଜପତି ଚିନ୍ତା: ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ‘ତିତ୍‌ଲି’ର ତାଣ୍ଡବ ପରେ ବନ୍ୟା ପ୍ରଭାବରେ ଧ୍ୱସ୍ତ ବିଧ୍ୱସ୍ତ ହୋଇଯାଇଛି ଗଜପତି ଜିଲ୍ଲା। ତିତ୍‌ଲି ଚାଲି ଯାଇଛି, ହେଲେ ଗଜପତି ପାଇଁ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଯାଇଛି। ଆଜି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ପାରଳାଖେମୁଣ୍ଡି ଯାଇ ସ୍ଥିତି ସମୀକ୍ଷା ସହ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ କହିଛନ୍ତି, “ବିପନ୍ନଙ୍କୁ ଦୁଇ ମାସର ଆଗୁଆ ରାସନ୍ ସାମଗ୍ରୀ […]

gajapati

gajapati

Tapaswini Nayak
  • Published: Monday, 15 October 2018
  • Updated: 15 October 2018, 10:45 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): 'ତିତ୍‌ଲି'ର ତାଣ୍ଡବ ପରେ ବନ୍ୟା ପ୍ରଭାବରେ ଧ୍ୱସ୍ତ ବିଧ୍ୱସ୍ତ ହୋଇଯାଇଛି ଗଜପତି ଜିଲ୍ଲା। ତିତ୍‌ଲି ଚାଲି ଯାଇଛି, ହେଲେ ଗଜପତି ପାଇଁ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଯାଇଛି। ଆଜି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ପାରଳାଖେମୁଣ୍ଡି ଯାଇ ସ୍ଥିତି ସମୀକ୍ଷା ସହ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ କହିଛନ୍ତି, “ବିପନ୍ନଙ୍କୁ ଦୁଇ ମାସର ଆଗୁଆ ରାସନ୍ ସାମଗ୍ରୀ ପ୍ରଦାନ ସହ ରାସନକାର୍ଡଧାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଏକ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ। ୨୦ ତାରିଖ ସୁଦ୍ଧା ପୂରା ଜିଲ୍ଲାରେ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବାକୁ ଲକ୍ଷ୍ୟ ରଖାଯାଇଛି।”

ତିତ୍‌ଲି ପ୍ରଭାବରେ ଗଜପତି ଜିଲ୍ଲାରେ ସବୁଠୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏବେ ବି ମୃତ୍ୟୁ ସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ ରହିଛି। ତେବେ ଜିଲ୍ଲାରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି। ଏହାସହ ଅନ୍ୟ ଯାହା ରିପୋର୍ଟ ଆସୁଛି ତା’ର ଅନୁଧ୍ୟାନ କରାଯାଉଛି ବୋଲି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story