କେଉଁ ଜାଗାରେ ହିଟ୍‌ କରିବ ‘ବୁଲ୍‌ବଲ୍‌’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଓଡ଼ିଶା ଛୁଇଁନପାରେ ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍। ଏହା ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶ ଆଡ଼କୁ ମୁହାଁଇବ ବୋଲି ଆକଳନ କରିଛି ଆଇଏମଡି । ତେବେ ଏହାର ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପବନ ସହ ବର୍ଷା ହେବ। ଏହି ସୂଚନା ପରେ ୧୫ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର୍। ତା’ସହିତ ବାତ୍ୟାକୁ ନେଇ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି । ସେପଟେ ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ଆଖି  ଆଗରେ […]

c-9087

c-9087

Tapas Behera
  • Published: Tuesday, 05 November 2019
  • Updated: 05 November 2019, 08:14 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଓଡ଼ିଶା ଛୁଇଁନପାରେ ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍। ଏହା ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶ ଆଡ଼କୁ ମୁହାଁଇବ ବୋଲି ଆକଳନ କରିଛି ଆଇଏମଡି । ତେବେ ଏହାର ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପବନ ସହ ବର୍ଷା ହେବ। ଏହି ସୂଚନା ପରେ ୧୫ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର୍। ତା’ସହିତ ବାତ୍ୟାକୁ ନେଇ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି । ସେପଟେ ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ଆଖି  ଆଗରେ ରଖି ପାଚିଲା ଧାନ କାଟିନେବାକୁ ଚାଷୀଙ୍କୁ ପରାମର୍ଶ ଦେଇଛି କୃଷି ବିଭାଗ।

ବଦଳୁଛି ବାତ୍ୟାର ଗତିପଥ। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ଅବପାତର ରୂପ ନେଇସାରିଥିବା ବେଳେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଡିପ୍ ଡିପ୍ରେସନ୍ ଓ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ। ଶେଷ ସୂଚନା ଅନୁଯାୟୀ,  ଅବପାତ ପାରାଦୀପଠାରୁ ୯ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ଥିଲା। ପ୍ରଥମେ ଏହା ପଶ୍ଚିମ-ଉତ୍ତର ପଶ୍ମିମ ଦିଗରେ ଗତି କରିବ। ଏହାପରେ ଗତିପଥ ବଦଳାଇ ଉତ୍ତର-ଉତ୍ତର ପଶ୍ମିମ ଦିଗ ଅର୍ଥାତ ପଶ୍ଚିମବଙ୍ଗ, ତତ୍ ସଂଲଗ୍ନ ଉତ୍ତର ଓଡ଼ିଶା ଏବଂ ବାଂଲାଦେଶ ଉପକୂଳ ଆଡ଼କୁ ମୁହାଁଇବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ତେବେ ଓଡ଼ିଶା ଉପକୂଳକୁ ବାତ୍ୟା ଛୁଇଁନପାରେ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । କିନ୍ତୁ ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପବନ ସହ ବର୍ଷ ହେବ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ। ତେଣୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ କୁହାଯାଇଛି।

ସେପଟେ ସମ୍ଭାବ୍ୟ ବର୍ଷାକୁ ନେଇ ୧୫ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର୍। ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହଯାଇଛି। ସମ୍ଭାବ୍ୟ ବାତ୍ୟା ନେଇ ଆଦୌ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି ଏସ୍ଆରସି।  ସେପଟେ ବାତ୍ୟା ଆଶ୍ରୟ ସ୍ଥଳୀଗୁଡିକରେ ଜିଲ୍ଲାପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।

ଏଣେ ଧାନ ଅମଳ ସମୟ ହୋଇଥିବାରୁ ବର୍ଷାକୁ ନେଇ ଚାଷୀଙ୍କ ମଧ୍ୟରେ ଛନକା ପଶିଛି। ବର୍ଷା ହେବା ପୂର୍ବରୁ ପାଚି ଯାଇଥିବା ଧାନ ତୁରନ୍ତ କାଟିନେଇ ସୁରକ୍ଷିତ ସ୍ଥାନରେ ରଖିବାକୁ କୁହାଯାଇଛି। ସେହିପରି ଅମଳ ହୋଇଥିବା ଧାନକୁ ପଲିଥିନ୍ ଘୋଡାଇ ସୁରକ୍ଷିତ ରଖିବା ଏବଂ ଚିନାବାଦାମ୍, ମୁଗ ଓ ବିରି ଆଦି ନିରାପଦ ସ୍ଥାନକୁ ନେବାକୁ ଜାରି ହୋଇଛି ଆଡ଼ଭାଇଜାରୀ।

ଅବପାତ, ବାତ୍ୟାର ରୂପ ନେବା ପରେ ଏହା କେଉଁ ସ୍ଥାନରେ ସ୍ଥଳଭାଗକୁ ଛୁଇଁବ ଏବଂ ଏହାର ପ୍ରଭାବ କେତେ ରହିବ ସେ ନେଇ ଚିତ୍ର ସ୍ପଷ୍ଟ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story