୧୨ ଘଣ୍ଟା ଭିତରେ ଲଘୁଚାପରେ ପରିଣତ ହେବ ‘ପେତାଇ’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ପେତାଇ’ ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି। ଗତକାଲି ସ୍ଥଳ ଭାଗ ଛୁଇଁବା ପରେ ଏହା ଆନ୍ଧ୍ର ଉପକୂଳ ଦେଇ ଉତ୍ତର, ଉତ୍ତର-ପୂର୍ବ ଦିଗରେ ଗତି କରିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜି ସକାଳ ସାଢ଼େ ୫ଟା ସୁଦ୍ଧା ଏହାର ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇ ରହିଛି। ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ। ‘ପେତାଇ’ ଦୁର୍ବଳ ହୋଇଥିଲେ ମଧ୍ୟ […]

rain-2

rain-2

Tapaswini Nayak
  • Published: Tuesday, 18 December 2018
  • Updated: 18 December 2018, 11:52 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ପେତାଇ’ ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି। ଗତକାଲି ସ୍ଥଳ ଭାଗ ଛୁଇଁବା ପରେ ଏହା ଆନ୍ଧ୍ର ଉପକୂଳ ଦେଇ ଉତ୍ତର, ଉତ୍ତର-ପୂର୍ବ ଦିଗରେ ଗତି କରିଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜି ସକାଳ ସାଢ଼େ ୫ଟା ସୁଦ୍ଧା ଏହାର ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇ ରହିଛି। ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ।

‘ପେତାଇ’ ଦୁର୍ବଳ ହୋଇଥିଲେ ମଧ୍ୟ ସାରା ଓଡ଼ିଶାରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି। ବିଶେଷ କରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇଛି। ବଲାଙ୍ଗିରରେ ସର୍ବାଧିକ ୯୨.୪ ମିମି ବର୍ଷା ହୋଇଥିବା ବେଳେ ସମ୍ବଲପୁରରେ ୭୪.୪ ମିମି, ସୁବର୍ଣ୍ଣପୁରରେ ୬୭.୮ ମିମି, କୋରାପୁଟରେ ୫୭ ମିମି ଓ ଗୋପାଳପୁରରେ ୫୪.୬ ମିମି ବର୍ଷା ହୋଇଛି।

ଉପକୂଳ ଓଡ଼ିଶାରେ କୋହଲା ପାଗ ରହିଛି। ତେଣୁ ପ୍ରବଳ ଶୀତ ହେଉଛି। ଆଜି ଅପରାହ୍ଣ ବେଳକୁ ପାଗରେ କିଛିଟା ପରିବର୍ତ୍ତନ ଆସିପାରେ ବୋଲି ପାଣିପାଗ ବିଭାଗ ଅନୁମାନ ଲଗାଇଛି।

ଗତକାଲି ’ପେତାଇ’ ଆନ୍ଧ୍ରପ୍ରଦେଶରେ ବ୍ୟାପକ କ୍ଷୟକ୍ଷତି କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story