‘ତିତ୍‌ଲି’ର ପ୍ରଭାବ: ଏହି ୫ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରର ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ରେସନରୁ ଡିପ୍ ଡିପ୍ରେସନରେ ପରିଣତ ହୋଇଛି। ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପନେବ। ଏବେ ଏହା ଦକ୍ଷିଣ-ପୂର୍ବ ଗୋପାଳପୁରରୁ ପ୍ରାୟ ୫୬୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟା ପ୍ରତି ଏହାର ବେଗ ୧୧ କିଲୋମିଟର ରହିଛି। ୭୨ ଘଣ୍ଟା ଭିତରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ। ‘ତିତ୍‌ଲି’ ପ୍ରଭାବରେ ଦୁଇ ଦିନ […]

cyclo,,,

cyclo,,,

Tapaswini Nayak
  • Published: Tuesday, 09 October 2018
  • Updated: 09 October 2018, 01:03 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରର ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ରେସନରୁ ଡିପ୍ ଡିପ୍ରେସନରେ ପରିଣତ ହୋଇଛି। ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପନେବ। ଏବେ ଏହା ଦକ୍ଷିଣ-ପୂର୍ବ ଗୋପାଳପୁରରୁ ପ୍ରାୟ ୫୬୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି।

ଘଣ୍ଟା ପ୍ରତି ଏହାର ବେଗ ୧୧ କିଲୋମିଟର ରହିଛି। ୭୨ ଘଣ୍ଟା ଭିତରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ।

‘ତିତ୍‌ଲି’ ପ୍ରଭାବରେ ଦୁଇ ଦିନ ଧରି ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା ଅଛି।

ଓଡ଼ିଶାର ୫ଟି ଏବଂ ଆନ୍ଧ୍ରପ୍ରଦେଶର ୩ଟି ଜିଲ୍ଲା ଏହା ଦ୍ୱାରା ଅଧିକ ପ୍ରଭାବିତ ହେବାର ଆଶଙ୍କା ଅଛି।

ସେଗୁଡ଼ିକ ହେଲା-ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀ ଏବଂ ‌ଆନ୍ଧ୍ରର ବିଶାଖାପାଟଣା, ବିଜୟନଗରମ୍ ଓ ଶ୍ରୀକାକୁଲମ୍।
ଅଧିକ ବେଗରେ ପବନ ବହିବାର ଡର ଥିବାରୁ ଅଧିକ କ୍ଷତି ହେବାର ଆଶଙ୍କା କରାଯାଉଛି। ଏସବୁ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଏହାସହ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ବାତ୍ୟା ଆଶଙ୍କାକୁ ଦେଖି ରାଜ୍ୟ ସରକାର ଏହାର ମୁକାବିଲା କରିବାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଆବଶ୍ୟକ ଅନୁସାରେ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

ଜଏଣ୍ଟ ରିଲିଫ କମିଶନର ପ୍ରଭାତ ରଂଜନ ମହାପାତ୍ର କହିଛନ୍ତି,“ ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକ ହେଲେ ତଳିଆ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର କରାଯିବ। ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖିବା ସହ ଉଦ୍ଧାର କାର୍ଯ୍ୟ ପାଇଁ ୩୦୦ ବୋଟ୍ ବି ପ୍ରସ୍ତୁତ ରଖାଯାଇଛି। ୧୧ ତାରିଖ ଯାଏ ବର୍ଷା ସମ୍ଭାବନା ଥିବାରୁ ବନ୍ୟା ଆଶଙ୍କାକୁ ଏଡ଼ାଇ ହେବନି।”

https://youtu.be/Z7wc00468kI

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story