ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୩ ତାରିଖରେ ବାଂଲାଦେଶ ଛୁଇଁବ ବାତ୍ୟା । ୨୩ ତାରିଖ ସନ୍ଧ୍ୟାରେ ବାତ୍ୟା ଆକାରରେ ଏହା ବାଂଲାଦେଶ ଉପକୂଳ ଅତିକ୍ରମ କରିବ ବୋଲି ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
ପାଣିପାଗ ବିଭାଗ ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୧୯ ସୁଦ୍ଧା ତାହା ଆଣ୍ଡାମାନ ସାଗରରେ ଲୋ-ପ୍ରେସର ରୂପନେବ। କାଳକ୍ରମେ ଦିଗ ବଦଳାଇ ତାହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ୨୦ରେ ଅବପାତ ଓ ୨୧ରେ ବାତ୍ୟାର ରୂପ ନେବା ସମ୍ଭାବନା । ବାତ୍ୟା ଆକାରରେ ୨୩ ସଂଧ୍ୟାରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବ ।
ଓଡ଼ିଶା ଉପରେ ଏହି ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ । ଏପରିକି ପବନ କି ବର୍ଷା ହେବନି ବୋଲି କହିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।