ଆଉ ମାତ୍ର ୧୩୦ କିମି ଦୂରରେ ରହିଛି ତିତ୍‌ଲି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉପକୁଳ ଆଡକୁ ମୁହାଁଇଛି ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ତିତ୍‌ଲି। ଗୋପାଳପୁରଠାରୁ ଆଉ ମାତ୍ର ୧୩୦ କିଲୋମିଟର ଦୂରରେ ରହିଛି ଏହି ବାତ୍ୟା। ବଙ୍ଗୋସାଗରରେ ଥିବା ତିତ୍‌ଲି  ଘଣ୍ଟାକୁ ୧୮ କିଲୋମିଟର ବେଗରେ ଆଗକୁ ବଢୁଛି । ଆସନ୍ତାକାଲି ସକାଳ ପ୍ରାୟ ସାଢ଼େ ୫ଟାରେ ଏହା ଗୋପାଳପୁର ଓ ଆନ୍ଧ୍ରର କଳିଙ୍ଗପଟ୍ଟନମ୍ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଓ […]

phailin-name_660_1012131229

phailin-name_660_1012131229

Tapas Behera
  • Published: Wednesday, 10 October 2018
  • Updated: 10 October 2018, 08:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉପକୁଳ ଆଡକୁ ମୁହାଁଇଛି ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ତିତ୍‌ଲି। ଗୋପାଳପୁରଠାରୁ ଆଉ ମାତ୍ର ୧୩୦ କିଲୋମିଟର ଦୂରରେ ରହିଛି ଏହି ବାତ୍ୟା। ବଙ୍ଗୋସାଗରରେ ଥିବା ତିତ୍‌ଲି  ଘଣ୍ଟାକୁ ୧୮ କିଲୋମିଟର ବେଗରେ ଆଗକୁ ବଢୁଛି । ଆସନ୍ତାକାଲି ସକାଳ ପ୍ରାୟ ସାଢ଼େ ୫ଟାରେ ଏହା ଗୋପାଳପୁର ଓ ଆନ୍ଧ୍ରର କଳିଙ୍ଗପଟ୍ଟନମ୍ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ଗଜପତି  ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ଆଉ ୮ଟି ଜିଲ୍ଲାରେ ମଧ୍ୟରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସେପଟେ ତିତ୍‌ଲି ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଆଜି ସକାଳୁ ବର୍ଷା ଲାଗି ରହିଛି।  ବର୍ଷାର ପରିମାଣ ବଢ଼ିବା ସହ ପବନର ବେଗ ବି ବଢୁଛି।  ତିତ୍‌ଲି ଲ୍ୟାଣ୍ଡଫଲ୍ ବା ସ୍ଥଳ ଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୬୫ କିଲୋମିଟର ଯାଏଁ ବଢ଼ିବ ବୋଲି ପାଣିପାଗ ବିଭାଗ ସତର୍କ କରାଇ ଦେଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story