କଟକ (ଓଡ଼ିଶା ରିପୋର୍ଟର): ଦାଦାବଟି ଆଦାୟ ଓ ଟେଣ୍ଡର ଫିକ୍ସିଂ ମାମଲାରେ ଧଳସାମନ୍ତ ଭ୍ରାତା ସୁଶାନ୍ତ ଧଳସାମନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ ଆଜି କଟକ ଏସ୍ଡିଜେଏମ୍ କୋର୍ଟରେ ହାଜର କରାଯାଇଛି। ଏହାସହ ସେମାନଙ୍କ ୩୫ ଜଣ ସହଯୋଗୀଙ୍କୁ ମଧ୍ୟ କୋର୍ଟରେ ହାଜର କରାଯାଇଛି। ଦାଦାବଟି ଓ ଟେଣ୍ଡର ଫିକ୍ସିଂ ବ୍ୟତୀତ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଅଭିଯୋଗରେ ୩୭ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିଲା।
https://www.youtube.com/watch?v=k56HBu921R8
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।