କେନ୍ଦ୍ର ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଲାଗି ଖୁସି ଖବର। ବଢ଼ିବ ମହଙ୍ଗା ଭତ୍ତା। ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି।  ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ।  ଏହା ଫଳରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୭ ପ୍ରତିଶତକୁ ବୃଦ୍ଧି ପାଇଛି।

job

Rakesh Mallick
  • Published: Thursday, 08 March 2018
  • , Updated: 08 March 2018, 09:38 AM IST

Related story