ରାଜ୍ୟ କର୍ମଚାରୀଙ୍କୁ ନୂଆବର୍ଷ ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମହଙ୍ଗା ଭତ୍ତା ବଢ଼ାଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ମହଙ୍ଗା ଭତ୍ତା ବଢ଼ିବା ଯୋଗୁ ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ। ୨୦୨୨ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ […]

-govt-employees

-govt-employees

Tapaswini Nayak
  • Published: Friday, 30 December 2022
  • Updated: 30 December 2022, 02:46 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମହଙ୍ଗା ଭତ୍ତା ବଢ଼ାଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି।

ମହଙ୍ଗା ଭତ୍ତା ବଢ଼ିବା ଯୋଗୁ ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ। ୨୦୨୨ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ମହଙ୍ଗା ଭତ୍ତା।

ଏହାପୂର୍ବରୁ ଦଶହରାରେ ସମୟରେ ମଧ୍ୟ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ହୋଇଥିଲା । ସେ ସମୟରେ ୩% ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ । ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଥିଲା । ଆଉ ଏହାକୁ ଜାନୁଆରୀ ମାସରୁ ପିଛିଲା ଭାବରେ ଲାଗୁ କରାଯାଇଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story