ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ସେମାନଙ୍କ  ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ରାଜ୍ୟ ସରକାର ତାଙ୍କ କର୍ମଚାରୀମାନଙ୍କ ମହଙ୍ଗା ଭତ୍ତାକୁ ୨% ବଢ଼ାଇଛନ୍ତି। ଏହି ବୃଦ୍ଧି ପରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫ରୁ ୭%କୁ ବଢ଼ିଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ ହେବ। ଏହା ବ୍ୟତୀତ ସଂଶୋଧିତ ହାରରେ ପେନ୍‌ସନ୍ […]

dearness

dearness

Rakesh Mallick
  • Published: Tuesday, 24 April 2018
  • Updated: 24 April 2018, 03:19 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ସେମାନଙ୍କ  ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି

ରାଜ୍ୟ ସରକାର ତାଙ୍କ କର୍ମଚାରୀମାନଙ୍କ ମହଙ୍ଗା ଭତ୍ତାକୁ ୨% ବଢ଼ାଇଛନ୍ତି। ଏହି ବୃଦ୍ଧି ପରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫ରୁ ୭%କୁ ବଢ଼ିଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ ହେବ।

ଏହା ବ୍ୟତୀତ ସଂଶୋଧିତ ହାରରେ ପେନ୍‌ସନ୍ ପାଉଥିବା ପେନ୍‌ସନ୍ ଭୋଗୀଙ୍କ ଟି‌ଆଇ ୨% ବୃଦ୍ଧି ହୋଇଥିବା ବେଳେ ଅଣସଂଶୋଧିତ ପେନ୍ସନ୍ ଭୋଗୀଙ୍କ ଟିଆଇ ୩% ବୃଦ୍ଧି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos