ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ: ୩୦ରୁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗେ।ପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ନଭେମ୍ୱର ୨ ତାରିଖ ପର୍ଯ୍ୟନ୍ତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାତିର ତାପମାତ୍ରା ହ୍ରାସ ପାଇବା ସହ ରାଜ୍ୟରେ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ […]

laghuchapa

Rakesh Mallick
  • Published: Sunday, 25 October 2015
  • , Updated: 25 October 2015, 03:21 PM IST

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗେ।ପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ନଭେମ୍ୱର ୨ ତାରିଖ ପର୍ଯ୍ୟନ୍ତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାତିର ତାପମାତ୍ରା ହ୍ରାସ ପାଇବା ସହ ରାଜ୍ୟରେ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Related story