ଆଜି ଆସିବେ ତିବ୍ବତୀୟ ଧର୍ମଗୁରୁ ଦଲାଇଲାମା

ଭୁବନେଶ୍ୱର: ଆଜିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ତିବ୍ବତୀୟ ଧର୍ମଗୁରୁ ଦଲାଇଲାମା। ଦଲାଇଲାମା ଦିନ ଗୋଟାଏ ୧୦ରେ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସେଠାରୁ ଏକ ମୋଟର ସାଇକେଲ୍ ଶୋଭାଯାତ୍ରାରେ ପାଛୋଟି ଅଣାଯିବ। ବିମାନବନ୍ଦରରୁ ଦଲାଇଲାମା ସିଧାସଳଖ ନବୀନ ନିବାସ ଆସିବେ। ଦିନ ପ୍ରାୟ ସାଢେ ଗୋଟାଏ ବେଳେ ମୁଖ୍ୟମନ୍ତ୍ରୀ ଓ ଦଲାଇଲାମାଙ୍କ ମଧ୍ୟରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ପରଦିନ ଭୁବନେଶ୍ୱରରେ କିଛି ଘରୋଇ ଅନୁଷ୍ଠାନ ପକ୍ଷରୁ ଆୟୋଜିତ […]

dal

dal

Rakesh Mallick
  • Published: Monday, 20 November 2017
  • Updated: 20 November 2017, 07:45 AM IST

Sports

Latest News

ଭୁବନେଶ୍ୱର: ଆଜିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ତିବ୍ବତୀୟ ଧର୍ମଗୁରୁ ଦଲାଇଲାମା। ଦଲାଇଲାମା ଦିନ ଗୋଟାଏ ୧୦ରେ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସେଠାରୁ ଏକ ମୋଟର ସାଇକେଲ୍ ଶୋଭାଯାତ୍ରାରେ ପାଛୋଟି ଅଣାଯିବ। ବିମାନବନ୍ଦରରୁ ଦଲାଇଲାମା ସିଧାସଳଖ ନବୀନ ନିବାସ ଆସିବେ। ଦିନ ପ୍ରାୟ ସାଢେ ଗୋଟାଏ ବେଳେ ମୁଖ୍ୟମନ୍ତ୍ରୀ ଓ ଦଲାଇଲାମାଙ୍କ ମଧ୍ୟରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ପରଦିନ ଭୁବନେଶ୍ୱରରେ କିଛି ଘରୋଇ ଅନୁଷ୍ଠାନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ ଦଲାଇଲମା। ବୁଧବାର ସକାଳୁ ସେ ଭୁବନେଶ୍ୱରରୁ କୋଲକାତା ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story