ଓଡ଼ିଶାରେ ଝୁଲା ସରକାର ହେବା ସମ୍ଭାବନା: ଦାମ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀର୍ଘ ଦିନର ବ୍ୟବଧାନ ପରେ ତୁଣ୍ଡ ଖୋଲିଛନ୍ତି ବିଜେପିର ବରିଷ୍ଠ ନେତା ଦାମ ରାଉତ। କହିଛନ୍ତି ଏଥର ଓଡ଼ିଶାରେ କେହି ପାଇବେନି ବହୁମତ। ଏଠି ଝୁଲା ବିଧାନସଭା ହେବ। ତେବେ ମେଣ୍ଟ ସରକାର ହେଲେ ଓଡ଼ିଶାରେ ଅଫିସର ରାଜ୍ ସରିବ ବୋଲି କହିଛନ୍ତି ବରିଷ୍ଠ ବିଜେପି ନେତା ଡାକ୍ତର ଦାମୋଦର ରାଉତ। ତା’ସହ ଗତଥର ରାଜ୍ୟରେ ଗୋଟିଏ ମାତ୍ର ଗୋଟିଏ ଲୋକସଭା ଆସନ ଜିତିଥିବା ବିଜେପି ଏଥର ୧୩ରୁ ୧୪ଟି ଆସନ ପାଇବ ବୋଲି […]

790-1

790-1

Tapas Behera
  • Published: Thursday, 16 May 2019
  • Updated: 16 May 2019, 09:39 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀର୍ଘ ଦିନର ବ୍ୟବଧାନ ପରେ ତୁଣ୍ଡ ଖୋଲିଛନ୍ତି ବିଜେପିର ବରିଷ୍ଠ ନେତା ଦାମ ରାଉତ। କହିଛନ୍ତି ଏଥର ଓଡ଼ିଶାରେ କେହି ପାଇବେନି ବହୁମତ। ଏଠି ଝୁଲା ବିଧାନସଭା ହେବ।

ତେବେ ମେଣ୍ଟ ସରକାର ହେଲେ ଓଡ଼ିଶାରେ ଅଫିସର ରାଜ୍ ସରିବ ବୋଲି କହିଛନ୍ତି ବରିଷ୍ଠ ବିଜେପି ନେତା ଡାକ୍ତର ଦାମୋଦର ରାଉତ। ତା’ସହ ଗତଥର ରାଜ୍ୟରେ ଗୋଟିଏ ମାତ୍ର ଗୋଟିଏ ଲୋକସଭା ଆସନ ଜିତିଥିବା ବିଜେପି ଏଥର ୧୩ରୁ ୧୪ଟି ଆସନ ପାଇବ ବୋଲି ଆକଳନ କରିଛନ୍ତି ଦାମ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story