ରାଜଧାନୀର ରାତି ହେବ ରଙ୍ଗୀନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ସଞ୍ଜ ନଇଁବା କ୍ଷଣି ରାଜଧାନୀର ରାତି ହେବ ରଙ୍ଗୀନ୍‌। ସୁରା ସହିତ ଯୁବତୀଙ୍କ ନୃତ୍ୟରେ ମତୁଆଲା ହେବେ ଗ୍ରାହକ। ପୁଣି ଖୋଲିବ ଡ୍ୟାନ୍ସବାର୍। ଏନେଇ ୭ଟି ଡ୍ୟାନ୍ସ ବାର୍‌କୁ ଅନୁମତି ଦେଲେ ଅବକାରୀ କମିଶନର। ଅବକାରୀ ଆଇନ୍ ୪୪(୫)ର ଗାଇଡ୍ ଲାଇନ୍ ମାନି ଏହି ଡ୍ୟାନ୍ସବାର୍‌ ଖୋଲାଯିବ। ତେବେ ଏଥିରେ କଟକଣା ରଖାଯାଇଛି। ମୁଖ୍ୟତଃ ଉଦ୍ଦୀପନା ସୃଷ୍ଟିକାରୀ ଡ୍ରେସ୍ ଓ ଅର୍ଦ୍ଧନଗ୍ନ ଶରୀରକୁ ବାରଣ କରାଯାଇଛି। ସେହିପରି ବାର୍ ଡ୍ୟାନ୍ସ ବେଳେ ଟଙ୍କା ଉଡ଼ାଇ ପାରିବେନି […]

bar.jpg-1

bar.jpg-1

Tapas Behera
  • Published: Monday, 23 September 2019
  • Updated: 23 September 2019, 05:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ସଞ୍ଜ ନଇଁବା କ୍ଷଣି ରାଜଧାନୀର ରାତି ହେବ ରଙ୍ଗୀନ୍‌। ସୁରା ସହିତ ଯୁବତୀଙ୍କ ନୃତ୍ୟରେ ମତୁଆଲା ହେବେ ଗ୍ରାହକ। ପୁଣି ଖୋଲିବ ଡ୍ୟାନ୍ସବାର୍। ଏନେଇ ୭ଟି ଡ୍ୟାନ୍ସ ବାର୍‌କୁ ଅନୁମତି ଦେଲେ ଅବକାରୀ କମିଶନର। ଅବକାରୀ ଆଇନ୍ ୪୪(୫)ର ଗାଇଡ୍ ଲାଇନ୍ ମାନି ଏହି ଡ୍ୟାନ୍ସବାର୍‌ ଖୋଲାଯିବ। ତେବେ ଏଥିରେ କଟକଣା ରଖାଯାଇଛି। ମୁଖ୍ୟତଃ ଉଦ୍ଦୀପନା ସୃଷ୍ଟିକାରୀ ଡ୍ରେସ୍ ଓ ଅର୍ଦ୍ଧନଗ୍ନ ଶରୀରକୁ ବାରଣ କରାଯାଇଛି। ସେହିପରି ବାର୍ ଡ୍ୟାନ୍ସ ବେଳେ ଟଙ୍କା ଉଡ଼ାଇ ପାରିବେନି ଗ୍ରାହକ। ୨୧ ବର୍ଷରୁ କମ୍ ବୟସର ଯୁବତୀଙ୍କୁ ନିୟୋଜିତ କରାଯିବନି। ଡ୍ୟାନ୍ସ ବାରରେ ନିୟୋଜିତ ଯୁବତୀଙ୍କ ପରିଚୟ ପତ୍ର ରହିବ। ଆଇନ ଉଲ୍ଲଂଘନ ନେଇ କିଛି ଦିନ ତଳୁ ବାର୍ ଡ୍ୟାନ୍ସ ବନ୍ଦ ରହିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story