ବାଲିଗୁଡ଼ା(ଓଡ଼ିଶା ରିପୋର୍ଟର): ଜି ଉଦୟଗିରି ବିଜେଡି ବିଧାୟକ ସାଲୁଗା ପ୍ରଧାନ ସରକାରୀ ଜମିରେ ବେଆଇନ କୋଠା ନିର୍ମାଣକୁ ବିରୋଧ ନେଇ କଂଗ୍ରେସ ତରଫରୁ ଆଜି ୧୧ ଘଣ୍ଟିଆ ଦାରିଙ୍ଗବାଡ଼ି ବନ୍ଦ ଡାକରା ଦିଆଯାଇଛି । ଏହା ପ୍ରଭାବରେ ଦାରିଙ୍ଗବାଡ଼ିରେ ଦୋକାନ ବଜାର ସମେତ ଗାଡି ଚଳାଚଳ ବନ୍ଦ ରହିଛି ।
କଂଗ୍ରେସ କର୍ମୀ ଚାରି ଛକରେ ବିଜେଡି ବିଧାୟକ ସାଲୁଗା ପ୍ରଧାନଙ୍କ ବିରୋଧରେ ନାରବାଜି କରିବା ସହ ବେଆଇନ କୋଠା ନିର୍ମାଣ କରିଥିବା ବିଧାୟକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି । କଂଗ୍ରେସର ବନ୍ଦ ଡାକରାକୁ ଆଖି ଆଗରେ ରଖି ଦାରିଙ୍ଗବାଡ଼ିରେ ପୁଲିସ୍ ତରଫରୁ 2 ପ୍ଲାଟୁନ ଫୋର୍ସ ମୁତୟନ ରହିଛନ୍ତି ! ଏମିତି କି ବେଆଇନ କୋଠା ସ୍ଥଳରେ ମଧ୍ୟ ପୋଲିସ ତରଫରୁ ଫୋର୍ସ ଜଗି ରହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜି ଭୁବନେଶ୍ୱରରେ ହାଫ୍ ଡେ' ସ୍କୁଲ୍
ଦିନ ଗୋଟାଏ ପରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଟ୍ରାଫିକ କଟକଣା; ମୋ ବସ ଚଳାଚଳ ବାଧାପ୍ରାପ୍ତ
୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି।
Miscellaneous
ଆଜିଠୁ ଭୁବନେଶ୍ୱରରେ ସର୍ବଭାରତୀୟ ଡିଜିପି ସମ୍ମିଳନୀ
ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ।
Politics
ଆଜି ପହଞ୍ଚିବେ ପିଏମ୍ ମୋଦି ଓ ଅମିତ ଶାହ, ସୁରକ୍ଷା ବଳୟରେ ରାଜଧାନୀ
ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ ବି ଏହି ସମ୍ମିଳନୀରେ ଯୋଗ ଦେବେ। ସେଥିନିମନ୍ତେ ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ ।
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।