ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜୟପୁର (ଟି. ଗୌରିଶଙ୍କର) : କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା କୁନ୍ଦ୍ରଗୁଡ଼ା ନିକଟସ୍ଥ କାଜୁ ମିଲ୍‌ ପଛ ପଟେ ଥିବା ଏକ ଗଛରେ ବେକରେ ଓଢଣା ଦେଇ ଦୁଇ ଜଣ ଆତ୍ମହତ୍ୟା କରିଛନ୍ତି। ଏହା ପ୍ରେମଜନିତ ଆତ୍ମହତ୍ୟା ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ମୃତକଦ୍ୱୟ ନାବାଳକନାବାଳିକା ବୋଲି ଜଣାପଡ଼ିଛି। ନାବାଳିକଙ୍କ ପରିବାର ଲୋକଙ୍କ କହିବା ଅନୁଯାୟୀ, କାଲି ରାତି ୯ଟାରେ ପୁଅ ଘରୁ ବାହାରି ଆଉ ଘରକୁ ଫେରି ନଥିଲା। ଆଜି ସକାଳୁ ସକାଳୁ କିଛି ଗାଈ […]

jaypur-1-1

jaypur-1-1

Niharika Rout
  • Published: Sunday, 17 November 2019
  • Updated: 17 November 2019, 01:06 PM IST

Sports

Latest News

ଜୟପୁର (ଟି. ଗୌରିଶଙ୍କର) : କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା କୁନ୍ଦ୍ରଗୁଡ଼ା ନିକଟସ୍ଥ କାଜୁ ମିଲ୍‌ ପଛ ପଟେ ଥିବା ଏକ ଗଛରେ ବେକରେ ଓଢଣା ଦେଇ ଦୁଇ ଜଣ ଆତ୍ମହତ୍ୟା କରିଛନ୍ତି। ଏହା ପ୍ରେମଜନିତ ଆତ୍ମହତ୍ୟା ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ମୃତକଦ୍ୱୟ ନାବାଳକନାବାଳିକା ବୋଲି ଜଣାପଡ଼ିଛି।

ନାବାଳିକଙ୍କ ପରିବାର ଲୋକଙ୍କ କହିବା ଅନୁଯାୟୀ, କାଲି ରାତି ୯ଟାରେ ପୁଅ ଘରୁ ବାହାରି ଆଉ ଘରକୁ ଫେରି ନଥିଲା। ଆଜି ସକାଳୁ ସକାଳୁ କିଛି ଗାଈ ଚରାଳି ଗାଁ ଲୋକଙ୍କୁ ଏ ସମ୍ପର୍କରେ ସୂଚନା ଦେଇଥିଲେ। ପରେ ଘଟଣାସ୍ଥଳରେ ବୋରିଗୁମ୍ମା ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  ତଦନ୍ତ ପରେ ପ୍ରକୃତ ରହସ୍ୟ ଜଣାପଡିବ ବୋଲି ପୁଲିସ୍‌ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos