ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଉମରକୋଟ(କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଚିକଲପଦର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଛଟାଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ଗାଁ ପୋଖରୀ ନିକଟରେ ଥିବା ଜାମୁ କୋଳି ଗଛରେ ପ୍ରେମୀ ଯୁଗଳ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଯୁବତୀ ହେଲେ ଗାଁର ଇନ୍ଦ୍ର ଗଣ୍ଡ ଓ ସୁଶୀଳା କଲାର। ଗତ ରାତିରେ ଦୁହେଁ ଗଛରେ ରଶି ଲଗାଇଥିବା ଅନୁମାନ କରାଯାଉଛି। ଆଜି ସକାଳେ ଗାଁ ଲୋକେ ଗଛରେ ମୃତଦେହ ଝୁଲୁଥିବା ଦେଖି ପୁଲିସକୁ […]

hhhhh

hhhhh

Tapaswini Nayak
  • Published: Monday, 25 March 2019
  • Updated: 25 March 2019, 11:00 AM IST

ଉମରକୋଟ(କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଚିକଲପଦର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଛଟାଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ଗାଁ ପୋଖରୀ ନିକଟରେ ଥିବା ଜାମୁ କୋଳି ଗଛରେ ପ୍ରେମୀ ଯୁଗଳ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଯୁବତୀ ହେଲେ ଗାଁର ଇନ୍ଦ୍ର ଗଣ୍ଡ ଓ ସୁଶୀଳା କଲାର।

ଗତ ରାତିରେ ଦୁହେଁ ଗଛରେ ରଶି ଲଗାଇଥିବା ଅନୁମାନ କରାଯାଉଛି। ଆଜି ସକାଳେ ଗାଁ ଲୋକେ ଗଛରେ ମୃତଦେହ ଝୁଲୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ତେବେ ଆତ୍ମହତ୍ୟାର କାରଣ  ଜଣାପଡ଼ିନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story