ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

କଟକ: କଟକ ଚୌଧୁରୀବଜାର ମାରୁତି ମଣ୍ଡପ ନିକଟରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହକୁ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ପୁରୀଘାଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ବ୍ୟବଚ୍ଛେଦ ଲାଗି ଏସ୍‌ସିବି ମେଡିକାଲକୁ ପଠାଯାଇଛି।

deadbody

Rakesh Mallick
  • Published: Sunday, 04 February 2018
  • , Updated: 04 February 2018, 12:53 PM IST

Related story