ବିଲରୁ ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର

ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସଦର ଥାନା ନାହାଦା ଗାଁରେ ବିଲ ଭିତରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ନିକଟ ଈଶାଣୀ ଗାଁର ବୋଲି ଜଣାପଡ଼ିଛି। ୩ ଦିନ ହେବ ସେ ନିଖୋଜ ଥିଲେ।

ମୃତଦେହ ଉଦ୍ଧାର ପରେ ତାଙ୍କ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଚନ୍ତି। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାବା ସହ ଏକ ମାମଲା ରୁଜୁ ଘଟଣାର ତଦନ୍ତ ଆରମ୍ଭ କରିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।