କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ଅନ୍ତର୍ଗତ ଆଳିଜଙ୍ଗା ଗାଁର ଅଶ୍ରୁଖଳା ଜୋର ନିକଟ ବୁଦା ମୂଳରୁ ଜଣେ ମହିଳାଙ୍କ ଅଧା ପୋତା ମୃତଦେହ ଠାବ କରାଯାଇଛି। ତାଙ୍କ ନାଁ ଜଣାପଡ଼ି ନାହିଁ। ତାଙ୍କ ଘର ବିହାରରେ। ସେ ଆଳିଜଙ୍ଗାରେ ପ୍ରାୟ ପାଞ୍ଚ ମାସ ହେବ ଏକ ଭଡ଼ା ଘରେ ରହୁଥିଲେ। ତାଙ୍କ ସ୍ୱାମୀ ଏଠାରେ ଗୁପ୍ଚୁପ୍ ବ୍ୟବସାୟ କରୁଥିଲେ।
ଆଜି ସକାଳେ ବୁଦା ମୂଳରୁ ମହିଳାଙ୍କ ମୃତଦେହ ଦେଖି ଗାଁ ଲୋକେ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ସେ ରହୁଥିବା ଭଡ଼ା ଘରେ କେହି ନଥିବା ବେଳେ ତାଲା ପଡ଼ିଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।