ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପାଣ୍ଡପଡ଼ା ଥାନା ଅନ୍ତର୍ଗତ ବହୁଟିଆ ନାଳ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ବୈଲୋଚନ ବେହେରା (୨୫)। ତାଙ୍କ ଘର ହୁଣ୍ଡା ପଞ୍ଚାୟତର ବାଂଶପାଳ ସାହିରେ। ଆଜି ସକାଳେ ଗାଁ ଲୋକେ ନାଳକୁ ଗାଧୋଇବାକୁ ଯାଉଥିବା ବେଳେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ତେବେ ବୈଲୋଚନଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପଣ୍ଡାପଡ଼ା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

deadbody

Jyoshna Pradhan
  • Published: Monday, 27 May 2019
  • , Updated: 27 May 2019, 09:33 AM IST

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପାଣ୍ଡପଡ଼ା ଥାନା ଅନ୍ତର୍ଗତ ବହୁଟିଆ ନାଳ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ବୈଲୋଚନ ବେହେରା (୨୫)। ତାଙ୍କ ଘର ହୁଣ୍ଡା ପଞ୍ଚାୟତର ବାଂଶପାଳ ସାହିରେ।

ଆଜି ସକାଳେ ଗାଁ ଲୋକେ ନାଳକୁ ଗାଧୋଇବାକୁ ଯାଉଥିବା ବେଳେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ତେବେ ବୈଲୋଚନଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପଣ୍ଡାପଡ଼ା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related story