କଲେଜରୁ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ବଲପୁର (ଓଡ଼ିଶା ରିପୋର୍ଟର): ସମ୍ବଲପୁରର ଏକ କଲେଜରୁ ଜଣେ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କଲେଜର ଏକ ଶ୍ରେଣୀ ଗୃହରେ ଫ୍ୟାନ୍ରେ ତାଙ୍କ ମୃତଦେହ ଝୁଲୁଥିଲା। ଅଧିକ କାର୍ଯ୍ୟଚାପରେ ସେ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଧନୁପାଲି ପୁଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
ସମ୍ବଲପୁର (ଓଡ଼ିଶା ରିପୋର୍ଟର): ସମ୍ବଲପୁରର ଏକ କଲେଜରୁ ଜଣେ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କଲେଜର ଏକ ଶ୍ରେଣୀ ଗୃହରେ ଫ୍ୟାନ୍ରେ ତାଙ୍କ ମୃତଦେହ ଝୁଲୁଥିଲା। ଅଧିକ କାର୍ଯ୍ୟଚାପରେ ସେ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଧନୁପାଲି ପୁଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି।
ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।