ବାର୍‌ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ୍ ତାର; ଫଶିଗଲା ଦନ୍ତା

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ମହାଲୁଣ୍ଡା ନିକଟସ୍ଥ ଡେଙ୍ଗବୋରେଇ ଜଙ୍ଗଲରେ  ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। ବାର୍‌ହା ଶିକାର କରିବା ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।    

ele........

ele........

Tapaswini Nayak
  • Published: Friday, 31 August 2018
  • Updated: 31 August 2018, 07:38 AM IST

Sports

Latest News

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ମହାଲୁଣ୍ଡା ନିକଟସ୍ଥ ଡେଙ୍ଗବୋରେଇ ଜଙ୍ଗଲରେ  ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି।

ବାର୍‌ହା ଶିକାର କରିବା ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।

ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story