ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବିଏନପୁର ଗାଁ ରାସ୍ତାକଡ଼ ଆମ୍ବଗଛରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି । ତେବେ ଯୁବତୀଙ୍କ ପରିଚୟ ମିଳିପାର ନାହିଁ। ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାହା ମଧ୍ୟ ସ୍ପଷ୍ଟ ହୋଇ ନାହିଁ।
https://www.youtube.com/watch?v=7YNNiQOj_ok
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।