ବ୍ରହ୍ମପୁର(ଅଶୋକ ବ୍ରହ୍ଣା): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ବିରୁଳିଗଡ଼ ରାସ୍ତାରୁ ଜଣେ ଅଧ୍ୟାପକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅଶ୍ୱିନୀ କୁମାର ମିଶ୍ର। ସେ ରମ୍ଭା ସ୍ଥିତ ଜଗନ୍ନାଥ ମହାବିଦ୍ୟାଳୟରେ ଅଧ୍ୟାପକ ଥିଲେ।
ଅଶ୍ୱିନୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ସେହିଭଳି ତାଙ୍କର ଗୋଟିଏ ଗୋଡ଼ ଉପରେ ତାଙ୍କ ବୁଲେଟ୍ ପଡ଼ିଥିଲା। ଦୁର୍ଘଟଣା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି ନା ତାଙ୍କୁ ହତ୍ୟା କରାଯାଇଛି, ତାହା ସ୍ପଷ୍ଟ ହୋଇନି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ରମ୍ଭା ଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।