ରାସ୍ତାରୁ ମିଳିଲା ଅଧ୍ୟାପକଙ୍କ ମୃତଦେହ

ବ୍ରହ୍ମପୁର(ଅଶୋକ ବ୍ରହ୍ଣା): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ବିରୁଳିଗଡ଼ ରାସ୍ତାରୁ ଜଣେ ଅଧ୍ୟାପକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅଶ୍ୱିନୀ କୁମାର ମିଶ୍ର। ସେ ରମ୍ଭା ସ୍ଥିତ ଜଗନ୍ନାଥ ମହାବିଦ୍ୟାଳୟରେ ଅଧ୍ୟାପକ ଥିଲେ। ଅଶ୍ୱିନୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ସେହିଭଳି ତାଙ୍କର ଗୋଟିଏ ଗୋଡ଼ ଉପରେ ତାଙ୍କ ବୁଲେଟ୍‌ ପଡ଼ିଥିଲା। ଦୁର୍ଘଟଣା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି ନା ତାଙ୍କୁ ହତ୍ୟା କରାଯାଇଛି, ତାହା ସ୍ପଷ୍ଟ ହୋଇନି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ […]

accident

accident

Jitendra Garnayak
  • Published: Sunday, 30 June 2019
  • Updated: 30 June 2019, 09:56 AM IST

ବ୍ରହ୍ମପୁର(ଅଶୋକ ବ୍ରହ୍ଣା): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ବିରୁଳିଗଡ଼ ରାସ୍ତାରୁ ଜଣେ ଅଧ୍ୟାପକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅଶ୍ୱିନୀ କୁମାର ମିଶ୍ର। ସେ ରମ୍ଭା ସ୍ଥିତ ଜଗନ୍ନାଥ ମହାବିଦ୍ୟାଳୟରେ ଅଧ୍ୟାପକ ଥିଲେ।

ଅଶ୍ୱିନୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ସେହିଭଳି ତାଙ୍କର ଗୋଟିଏ ଗୋଡ଼ ଉପରେ ତାଙ୍କ ବୁଲେଟ୍‌ ପଡ଼ିଥିଲା। ଦୁର୍ଘଟଣା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି ନା ତାଙ୍କୁ ହତ୍ୟା କରାଯାଇଛି, ତାହା ସ୍ପଷ୍ଟ ହୋଇନି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ରମ୍ଭା ଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos