ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା (ପବନ ତିୱାରୀ): ରାଉରକେଲାର ଟିମ୍ବର କଲୋନୀ ଅଞ୍ଚଳରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ବକ୍ସର ମୁଣ୍ଡା। ତାଙ୍କ ଘର ଟିମ୍ବର କଲୋନୀରେ। ଆଜି ସକାଳେ ବକ୍ସରଙ୍କ ମୃତଦେହ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ପ୍ଲାଣ୍ଟ ସାଇଟ୍‌ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

deadbody

deadbody

Tapaswini Nayak
  • Published: Wednesday, 08 January 2020
  • Updated: 08 January 2020, 02:28 PM IST

ରାଉରକେଲା (ପବନ ତିୱାରୀ): ରାଉରକେଲାର ଟିମ୍ବର କଲୋନୀ ଅଞ୍ଚଳରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ବକ୍ସର ମୁଣ୍ଡା। ତାଙ୍କ ଘର ଟିମ୍ବର କଲୋନୀରେ।

ଆଜି ସକାଳେ ବକ୍ସରଙ୍କ ମୃତଦେହ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ପ୍ଲାଣ୍ଟ ସାଇଟ୍‌ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story