କଟକ (ଓଡ଼ିଶା ରିପୋର୍ଟର): କଟକ ନିମସାହିରେ ଏକ ଆପାର୍ଟମେଣ୍ଟର ପାଣି ଟାଙ୍କି ଭିତରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଦୟାନିଧି ମହାରଣା। ସେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।
ପୁରୀ ଘାଟ ପୁଲିସ୍ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସେ ପାଣି ଟାଙ୍କିରେ ନିଜେ ପଶି ଥିଲେ ନା ଆଉ କିଛି ଘଟିଛି, ତାହା ଜଣାପଡ଼ିନି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ଏକ ଗଣ୍ଡଗୋଳ ଘଟଣାରେ ଦୁଇ ଦିନ ପୂର୍ବେ ପୁରୀ ଘାଟ ଥାନାରେ ଦୟାନିଧିଙ୍କ ନାଁରେ ମାମଲା ରୁଜୁ ହୋଇଥିଲା।
ସବିଶେଷ ସୂଚନାକୁ ଅପେକ୍ଷା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।
Miscellaneous
ଅଦିନିଆ ବର୍ଷାରେ ଫସଲ ନଷ୍ଟ, ଝୁଲିପଡ଼ିଲେ ଯୁବ ଚାଷୀ
ଅଦିନିଆ ବର୍ଷାରେ ତାଙ୍କର ଅଧାରୁ ଅଧିକ ଫସଲ ନଷ୍ଟ ହୋଇଯାଇଥିଲା।
Crime
ନକ୍ସଲ ଖଞ୍ଜିଥିଲେ IED ବୋମା, ଅଳ୍ପକେ ବର୍ତ୍ତିଲେ ଯବାନ
ନକ୍ସଲଙ୍କ ଗତିବିଧି ଥିବା ଜାଣିପାରି CRPF ଓ SOG ଯବାନ ମିଳିତ ଭାବେ ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପେରସନ କରୁଥିଲେ। ଜଙ୍ଗଲରେ ସର୍ଚ୍ଚ ଅପରେସନ୍ କରୁଥିବା ବେଳେ ଦୁଇଟି IED ବୋମା ଓ ନକ୍ସଲ କ୍ୟାମ୍ପ ଠାବ ହୋଇଥିଲା।
Crime
କେତେ ନାଁ, କେତେ ରୂପ ଓ କେତେ ସ୍ୱାମୀ; ଚର୍ଚ୍ଚାରେ ବିଷ୍ଣୁପ୍ରିୟା, ହର୍ଷିତା ଓ ହଂସିକା!
ଠକେଇର ପ୍ରଥମ ପାହାଚ ରାଜଧାନୀ ଭୁବନେଶ୍ୱରରେ ଚଢ଼ିଥିଲେ। ବହୁରୂପୀ ଏଣ୍ଡୁଅ ପରି ସିଏ ପ୍ରଥମେ ନିଜର ରୂପ ଓ ବେଶ ପରିବର୍ତ୍ତନ କରିଥିଲେ। ନିଜର ପୃଥୁଳକାୟ ଶରୀରକୁ କମାଇ ସ୍ଲିମ୍ଟ୍ରିମ୍ ହୋଇଥିଲେ।