କୁଆଖାଇ ନଦୀରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ କୁଆଖାଇ ନଦୀରୁ ଜଣେ ଯୁବକର ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତେବେ ତାଙ୍କ ପରିଚୟ ମିଳିପାରିନାହିଁ। ମୃତଦେହଟି ଫୁଲି ଯାଇଥିବାରୁ ବେଶ୍ କିଛି ଦିନ ତଳେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।ଆଜି ସକାଳେ ବାଲିଅନ୍ତା ଥାନା ଅନ୍ତର୍ଗତ ବାଙ୍କୁଆଳ ବ୍ରିଜ୍‌ ତଳେ ମୃତଦେହଟି ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସ୍ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହଟି ଉଦ୍ଧାର […]

deadbody

deadbody

Tapaswini Nayak
  • Published: Sunday, 22 September 2019
  • Updated: 22 September 2019, 12:26 PM IST

Sports

Latest News

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ କୁଆଖାଇ ନଦୀରୁ ଜଣେ ଯୁବକର ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତେବେ ତାଙ୍କ ପରିଚୟ ମିଳିପାରିନାହିଁ। ମୃତଦେହଟି ଫୁଲି ଯାଇଥିବାରୁ ବେଶ୍ କିଛି ଦିନ ତଳେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।ଆଜି ସକାଳେ ବାଲିଅନ୍ତା ଥାନା ଅନ୍ତର୍ଗତ ବାଙ୍କୁଆଳ ବ୍ରିଜ୍‌ ତଳେ ମୃତଦେହଟି ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସ୍ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହଟି ଉଦ୍ଧାର କରିଥିଲା। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos