ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର ଦୁଇ ଯୁବକଙ୍କ ମଧ୍ୟରୁ ଜଣକର ମୃତ୍ୟୁ

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସିମୁଳିଆ ତହସିଲ ନିକଟରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର ହୋଇଥିବା ୨ ଜଣ ଯୁବକଙ୍କ ମଧ୍ୟରୁ ଡାକ୍ତରଖାନାରେ ଜଣକର ମୃତ୍ୟୁ ହୋଇଯାଇଛି। ଅନ୍ୟ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଉଦ୍ଧାର ଦୁଇ ଯୁବକଙ୍କୁ ପ୍ରଥମେ ସମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରଦୀପ ନାୟକ ନାମକ ଯୁବକଙ୍କର ମୃତ୍ୟୁ ହୋଇଯାଇଥିଲା। ଅନ୍ୟ ଜଣେ ଯୁବକ ପ୍ରଭାସ ନାୟକଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପ୍ରଦୀପ ଓ […]

deadbody

deadbody

Tapaswini Nayak
  • Published: Saturday, 18 June 2022
  • Updated: 18 June 2022, 01:19 PM IST

Sports

Latest News

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସିମୁଳିଆ ତହସିଲ ନିକଟରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର ହୋଇଥିବା ୨ ଜଣ ଯୁବକଙ୍କ ମଧ୍ୟରୁ ଡାକ୍ତରଖାନାରେ ଜଣକର ମୃତ୍ୟୁ ହୋଇଯାଇଛି। ଅନ୍ୟ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଉଦ୍ଧାର ଦୁଇ ଯୁବକଙ୍କୁ ପ୍ରଥମେ ସମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରଦୀପ ନାୟକ ନାମକ ଯୁବକଙ୍କର ମୃତ୍ୟୁ ହୋଇଯାଇଥିଲା। ଅନ୍ୟ ଜଣେ ଯୁବକ ପ୍ରଭାସ ନାୟକଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପ୍ରଦୀପ ଓ ପ୍ରଭାସଙ୍କ ଘର ଗୋଟିଏ ଗାଁର ବୋଲି ଜଣାଯାଇଛି। ପ୍ରଦୀପଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି।

ଆଜି ସକାଳେ ସିମୁଳିଆ ତହସିଲ ନିକଟରେ ପ୍ରଦୀପ ଓ  ପ୍ରଭାସ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ପ୍ରଦୀପଙ୍କୁ ମୃତ ଘୋଷଣା କରିଥିଲେ। ପ୍ରଭାସଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥନାନ୍ତର କରାଯାଇଛି।

କେହି ଦୁର୍ବୃତ୍ତ ପ୍ରଦୀପଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ତାଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି। ଉଭୟଙ୍କ ଶରୀର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ସେମାନଙ୍କ ମୃତଦେହ ନିକଟରେ ଦୁଇଟି ବାଇକ୍‌ ପଡ଼ିଛି। ଅନ୍ୟ ପକ୍ଷରେ ପୁଲିସ ଏହାକୁ ଦୁର୍ଘଟଣା ବୋଲି ଦର୍ଶାଇଛି।

ପୁଲିସ ପ୍ରଦୀପଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story